Online Bible

- Reklamy -

ବିଚାରକର୍ତ୍ତା 3:25 - ପବିତ୍ର ବାଇବଲ

25 ତେଣୁ ସେମାନେ ସେଠାରେ ବହୁତ ସମୟ ଅପେକ୍ଷା କଲେ କିନ୍ତୁ କବାଟଗୁଡ଼ିକ ଆଦୌ ଖୋଲିଲା ନାହିଁ। ସର୍ବଶେଷରେ ଦାସମାନେ ସେମାନଙ୍କର ଧୈର୍ଯ୍ୟ ହରାଇଲେ। ସେମାନେ ଗ୍ଭବି ପାଇ କବାଟ ଖୋଲିଲେ ଓ ଭିତରେ ପ୍ରବେଶ କଲେ। ଚଟାଣ ଉପରେ ରାଜା ମରି ପଡ଼ିଥିବାର ସେମାନେ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।

Viz kapitola kopírovat

ବିଚାରକର୍ତ୍ତା 3:25

Následuj nás:

Reklamy

Reklamy