Online Bible

- Reklamy -




ବିଚାରକର୍ତ୍ତା 3:28 - ପବିତ୍ର ବାଇବଲ

28 ଏହୂଦ ଇସ୍ରାଏଲ ସନ୍ତାନଗଣଙ୍କୁ କହିଲେ, “ମୋତେ ଅନୁସରଣ କର, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ ଲୋକମାନଙ୍କୁ, ତୁମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି।” ତେଣୁ ଇସ୍ରାଏଲୀୟ ମୋୟାବୀୟଙ୍କ ବିରୁଦ୍ଧରେ ତାଙ୍କୁ ଅନୁସରଣ କଲେ। ସେମାନେ ଯର୍ଦ୍ଦନ ନଦୀର ଅଳ୍ପ ଗଭୀର ସ୍ଥାନରେ ଅକ୍ତିଆର କଲେ। ଯାହା ମୋୟାବକୁ ବ୍ୟାପିଗଲା ଏବଂ କାହାରିକୁ ନଦୀ ପାରି ହେବାକୁ ଅନୁମତି ଦେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ସେ ସେମାନଙ୍କୁ କହିଲେ, ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ-ମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ପ୍ରତିକୂଳରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

28 ପୁଣି ସେ ସେମାନଙ୍କୁ କହିଲେ, ମୋ’ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।

Viz kapitola kopírovat




ବିଚାରକର୍ତ୍ତା 3:28

Následuj nás:

Reklamy


Reklamy