ବିଚାରକର୍ତ୍ତା 3:29 - ପବିତ୍ର ବାଇବଲ29 ଇସ୍ରାଏଲର ଲୋକମାନେ ମୋୟାବର 10,000 ସାହସୀ ଓ ବଳବାନ୍ ଯୋଦ୍ଧାମାନଙ୍କୁ ହତ୍ୟା କଲେ। କୌଣସି ଗୋଟିଏ ହେଲେ ମୋୟାବର ଲୋକଙ୍କୁ ପଳାଇ ଯିବାକୁ ସେମାନେ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ। Viz kapitolaଓଡିଆ ବାଇବେଲ29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ। Viz kapitola |