ବିଚାରକର୍ତ୍ତା 3:4 - ପବିତ୍ର ବାଇବଲ4 ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ପରୀକ୍ଷା କରିବା ପାଇଁ ସେହି ଜାତିଗୁଡ଼ିକ ଭୂମିରେ ପରିତ୍ୟାଗ କଲେ। ସଦାପ୍ରଭୁ ଦେଖିବାକୁ ଗ୍ଭହିଁଲେ, ଯଦି ଏହି ଲୋକମାନେ ମୋଶାଙ୍କ ଦ୍ୱାରା ସେମାନଙ୍କର ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁଙ୍କ ଦ୍ୱାରା ଦେଖାଯାଇଥିବା ଆଦେଶଗୁଡ଼ିକ ମାନୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏମାନଙ୍କ ଦ୍ଵାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ଵାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ। Viz kapitolaଓଡିଆ ବାଇବେଲ4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ। Viz kapitola |