ବିଚାରକର୍ତ୍ତା 3:6 - ପବିତ୍ର ବାଇବଲ6 ଇସ୍ରାଏଲୀୟ ସେହି ଲୋକମାନଙ୍କର ଝିଅମାନଙ୍କୁ ବିବାହ କରିବାକୁ ଆରମ୍ଭ କଲେ। ସେମାନେ ସେମାନଙ୍କର ଝିଅମାନଙ୍କୁ ସେହି ଲୋକମାନଙ୍କର ପୁଅମାନଙ୍କ ସହିତ ବିବାହ କରିବାକୁ ଅନୁମତି ଦେଲେ। ଏହା ବ୍ୟତିତ ଇସ୍ରାଏଲୀୟ ସେହି ଲୋକମାନଙ୍କର ଦେବତାଗଣଙ୍କୁ ପୂଜା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ସେମାନଙ୍କ କନ୍ୟାଗଣକୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣକୁ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ। Viz kapitolaଓଡିଆ ବାଇବେଲ6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ। Viz kapitola |