ବିଚାରକର୍ତ୍ତା 3:8 - ପବିତ୍ର ବାଇବଲ8 ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitolaଓଡିଆ ବାଇବେଲ8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitola |