Online Bible

- Reklamy -




ବିଚାରକର୍ତ୍ତା 4:16 - ପବିତ୍ର ବାଇବଲ

16 ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ଼୍‍ଗ ମୁଖରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

16 ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗ ଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat




ବିଚାରକର୍ତ୍ତା 4:16

Následuj nás:

Reklamy


Reklamy