ବିଚାରକର୍ତ୍ତା 4:17 - ପବିତ୍ର ବାଇବଲ17 କିନ୍ତୁ ସୀଷରା ପଳାୟନ କଲା। ସେ ଯାୟେଲ ତମ୍ବୁକୁ ଦୌଡ଼ି ପଳାଇଲା। ଯାୟେଲ ହେଉଛି କେନୀୟ ହେବର ସ୍ତ୍ରୀ। ସେ ସମୟରେ ହାତ୍ସୋରର ରାଜା ଯାବୀନ୍ ଓ କେନୀୟ ହେବରର ବଂଶ ମଧ୍ୟରେ ଐକ୍ୟ ଥିଲା। ତେଣୁ ସେ ସେଠାକୁ ଦୌଡ଼ି ପଳାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ଵୁ ଆଡ଼କୁ ଗଲା; କାରଣ ସେସମୟରେ ହାତ୍ସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଐକ୍ୟ ଥିଲା। Viz kapitolaଓଡିଆ ବାଇବେଲ17 ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା। Viz kapitola |