ବିଚାରକର୍ତ୍ତା 4:20 - ପବିତ୍ର ବାଇବଲ20 ତା'ପରେ ସୀଷରା ଯାୟେଲକୁ କହିଲା, “ଯାଅ, ତମ୍ବୁର ପ୍ରବେଶ ଦ୍ୱାରରେ ଠିଆ ହୁଅ। ଯଦି କେହି ଆସି ତୁମ୍ଭକୁ ପଗ୍ଭରନ୍ତି, ‘ଭିତରେ କେହି ଅଛନ୍ତି କି?’ ତୁମ୍ଭେ, କହିବା ଉଚିତ୍, ‘ନାଁ ଭିତରେ କେହି ନାହାନ୍ତି।’” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ସୀଷରା ତାହାକୁ କହିଲା, ତୁମ୍ଭେ ତମ୍ଵୁ-ଦ୍ଵାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ଏଠାରେ କୌଣସି ମନୁଷ୍ୟ ଅଛି କି? ତେବେ ତୁମ୍ଭେ କହିବ, କେହି ନାହିଁ। Viz kapitolaଓଡିଆ ବାଇବେଲ20 ଏଉତ୍ତାରେ ସୀଷରା ତାହାକୁ କହିଲା, ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ଏଠାରେ କୌଣସି ମନୁଷ୍ୟ ଅଛି କି ? ତେବେ ତୁମ୍ଭେ କହିବ, କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’” Viz kapitola |