Online Bible

- Reklamy -




ବିଚାରକର୍ତ୍ତା 4:21 - ପବିତ୍ର ବାଇବଲ

21 କିନ୍ତୁ ଯାୟେଲ ତମ୍ବୁର ଏକ ଖୁଣ୍ଟି ଓ ଏକ ହାତୁଡ଼ି ପାଇଲେ। ସୀଷରା କ୍ଳାନ୍ତରେ ଶୋଇଥିବା ସମୟରେ ଯାୟେଲ ଖୁଣ୍ଟିଟିକୁ ତା'ର ମୁଣ୍ଡରେ ଦେଇ ହାତୁଡ଼ିରେ ଆଘାତ କରନ୍ତେ ଖୁଣ୍ଟିଟି ସୀଷରାର ମୁଣ୍ଡରେ ଫୁଟି ମାଟିରେ ପଶିଗଲା! ଏହିପରି ଭାବରେ ସୀଷରା ମୃତ୍ୟୁବରଣ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ହେବରର ଭାର୍ଯ୍ୟା ଯାୟେଲ ତମ୍ଵୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।

Viz kapitola kopírovat

ଓଡିଆ ବାଇବେଲ

21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁ-ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।

Viz kapitola kopírovat




ବିଚାରକର୍ତ୍ତା 4:21

Následuj nás:

Reklamy


Reklamy