ବିଚାରକର୍ତ୍ତା 4:23 - ପବିତ୍ର ବାଇବଲ23 ସେହି ଦିନ, ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ଆଗରେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ପରମେଶ୍ଵର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ। Viz kapitolaଓଡିଆ ବାଇବେଲ23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ନତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ। Viz kapitola |