ବିଚାରକର୍ତ୍ତା 4:24 - ପବିତ୍ର ବାଇବଲ24 ଦିନକୁ ଦିନ ଇସ୍ରାଏଲର ଲୋକମାନେ ଅଧିକ ପରାକ୍ରମରୁ ପରାକ୍ରମଶାଳୀ ହେଲେ, ସେମାନେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ ଏବଂ ଶେଷରେ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitolaଓଡିଆ ବାଇବେଲ24 ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitola |