Online Bible

- Reklamy -




ବିଚାରକର୍ତ୍ତା 4:3 - ପବିତ୍ର ବାଇବଲ

3 ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି କଠୋର ଦୌରାତ୍ମ୍ୟ କଲା।

Viz kapitola kopírovat

ଓଡିଆ ବାଇବେଲ

3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।

Viz kapitola kopírovat




ବିଚାରକର୍ତ୍ତା 4:3

Následuj nás:

Reklamy


Reklamy