ବିଚାରକର୍ତ୍ତା 4:6 - ପବିତ୍ର ବାଇବଲ6 ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ୍-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ? Viz kapitolaଓଡିଆ ବାଇବେଲ6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ? Viz kapitola |