ବିଚାରକର୍ତ୍ତା 4:9 - ପବିତ୍ର ବାଇବଲ9 ତେଣୁ ସେ କହିଲେ, “ମୁଁ ତୁମ୍ଭ ସହିତ ଯିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡ଼କୁ ଯିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀଲୋକ ଦ୍ୱାରା ସୀଷରାକୁ ପରାସ୍ତ କରିବେ।” ତେଣୁ ଦବୋରା ବାରକ୍ ସହିତ କେଦଶକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ। Viz kapitolaଓଡିଆ ବାଇବେଲ9 ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ। Viz kapitola |