ବିଚାରକର୍ତ୍ତା 5:12 - ପବିତ୍ର ବାଇବଲ12 “ଜାଗ, ଜାଗ, ଦବୋରା! ଜାଗ, ଜାଗ, ଗାନ କର! ଜାଗ ବାରକ୍! ଯାଅ ଏବଂ ତୁମ୍ଭର ଶତ୍ରୁମାନଙ୍କୁ ବନ୍ଦୀକର, ଅବୀନୋୟମର ପୁତ୍ର! Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। Viz kapitolaଓଡିଆ ବାଇବେଲ12 ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। Viz kapitola |