ବିଚାରକର୍ତ୍ତା 5:14 - ପବିତ୍ର ବାଇବଲ14 “ଇଫ୍ରୟିମର ସନ୍ତାନଗଣ ଆସିଲେ। ଅମାଲେକ ପର୍ବତମାଳାରୁ ତୁମ୍ଭ ପଛେ ବିନ୍ୟାମୀନ ଥିଲେ ତୁମ୍ଭ ଲୋକମାନେ ମଧ୍ୟ ମାଖୀରଠାରୁ ଶାସନକର୍ତ୍ତାମାନେ ସବୁଲୂନ୍ ପରିବାରବର୍ଗଠାରୁ ସୈନ୍ୟଗଣନାକାରୀ ଦଣ୍ତାଧାରମାନେ ଓହ୍ଲାଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀର୍ଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନ୍ଠାରୁ ସୈନ୍ୟଗଣନାକାରୀ ଦଣ୍ତଧରମାନେ ଓହ୍ଲାଇ ଆସିଲେ। Viz kapitolaଓଡିଆ ବାଇବେଲ14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ। Viz kapitola |