ବିଚାରକର୍ତ୍ତା 5:15 - ପବିତ୍ର ବାଇବଲ15 ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗରେ ଥିଲେ। ଇଷାଖର ଯେମିତି ବାରକ୍ ମଧ୍ୟ ସେମିତି ଥିଲା। ସେମାନେ ତଳ ଭୂମିଆଡ଼େ ମାଡ଼ିଗଲେ। “ରୁବେନ୍ର ସ୍ରୋତସମୂହ ଗୁରୁତର ମନୋଭାବନା ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। Viz kapitolaଓଡିଆ ବାଇବେଲ15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। Viz kapitola |