Online Bible

- Reklamy -




ବିଚାରକର୍ତ୍ତା 5:16 - ପବିତ୍ର ବାଇବଲ

16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ? ମେଷପଲ ମଧ୍ୟ ବଂଶୀନାଦ ଶୁଣିବାକୁ, କିଅବା ରୁବେ‌ନ୍‌ର ସମୂହରେ ସ୍ରୋତ ମନୋଭାବନା ହେଲା ଗୁରୁତର!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat

ଓଡିଆ ବାଇବେଲ

16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat




ବିଚାରକର୍ତ୍ତା 5:16

Následuj nás:

Reklamy


Reklamy