ବିଚାରକର୍ତ୍ତା 5:2 - ପବିତ୍ର ବାଇବଲ2 “ଇସ୍ରାଏଲର ପୁରୁଷମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନେ ସୂତଃସ୍ପୁର୍ତ୍ତ ଭାବରେ ନିଜକୁ ଯୁଦ୍ଧ ପାଇଁ ଉତ୍ସର୍ଗ କଲେ। ଏଥିପାଇଁ ତୁମେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ଵଚ୍ଛନ୍ଦରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaଓଡିଆ ବାଇବେଲ2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! Viz kapitola |