ବିଚାରକର୍ତ୍ତା 5:21 - ପବିତ୍ର ବାଇବଲ21 କୀଶୋନ୍ ନଦୀ ପୁରୁଣା ନଦୀ ଭଷାଇ ନେଲା ସେଷରା ଲୋକ। ହେ ମୋର ପ୍ରାଣ, ତୁମ୍ଭ ବଳରେ ଅଗ୍ରସର ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସେମାନଙ୍କୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। Viz kapitolaଓଡିଆ ବାଇବେଲ21 କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। Viz kapitola |