ବିଚାରକର୍ତ୍ତା 5:23 - ପବିତ୍ର ବାଇବଲ23 “ସଦାପ୍ରଭୁଙ୍କର ଦୂତ କହିଗଲେ, ‘ମେରୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସେମାନଙ୍କ ସୈନ୍ୟ ସଦାପ୍ରଭୁଙ୍କୁ ସାହାଯ୍ୟ କରିବାକୁ ଆସି ନ ଥିଲେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ। Viz kapitolaଓଡିଆ ବାଇବେଲ23 ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’ Viz kapitola |