ବିଚାରକର୍ତ୍ତା 5:26 - ପବିତ୍ର ବାଇବଲ26 ଯାୟେଲ ଗୋଟିଏ ହାତରେ ମେଖଣା ଧରି ଦକ୍ଷିଣ ହସ୍ତରେ ପିଟଣା ଧରି ସୀଷରାର ମୁଣ୍ଡ ଫଟାଇ ଦେଲେ କର୍ଣ୍ଣମୂଳରେ ଯାଇ ମେଖଣା ପଶିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। Viz kapitolaଓଡିଆ ବାଇବେଲ26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। Viz kapitola |