ବିଚାରକର୍ତ୍ତା 5:28 - ପବିତ୍ର ବାଇବଲ28 “ସୀଷରାର ମା ଝରକା ପାଖରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦେଇ ଗ୍ଭହୁଁଥିଲା। ସେ ଏହା ଚିନ୍ତା କରି କାନ୍ଦୁଥିଲା, ‘ସୀଷରାର ରଥ ବିଳମ୍ବ କାହିଁକି? ତଥାପି, ମୁଁ କାହିଁକି ତା'ର ରଥ ଶବ୍ଦ ଶୁଣି ପାରୁ ନାହିଁ?’ Viz kapitolaପବିତ୍ର ବାଇବଲ (Re-edited) - (BSI)28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ଵ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି? Viz kapitolaଓଡିଆ ବାଇବେଲ28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’ Viz kapitola |