Online Bible

- Reklamy -




ବିଚାରକର୍ତ୍ତା 5:30 - ପବିତ୍ର ବାଇବଲ

30 ‘ମୁଁ ନିଶ୍ଚିତ, ସେମାନେ ଯୁଦ୍ଧରେ ବିଜୟୀ ହୋଇଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀ ସବୁ ନେଇ ଯାଉଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀକୁ ସେମାନଙ୍କ ମଧ୍ୟରେ ଭାଗ କରୁଛନ୍ତି। ପ୍ରତ୍ୟେକ ସୈନ୍ୟ ଗୋଟିଏ ବା ଦୁଇଟି ଯୁବତୀ ନେଉଛନ୍ତି। ହୋଇପାରେ ସୀଷରା ରଙ୍ଗ କରାଯାଇଥିବା ବସ୍ତ୍ର ଖଣ୍ଡେ, ରଙ୍ଗ କରାଯାଇଥିବା ହସ୍ତ କର୍ମ ଚିତ୍ରିତ ବସ୍ତ୍ର କିମ୍ବା ବିଜେତା ସୀଷରାର ପରିଧାନ ପାଇଁ ଦୁଇଟି ଖଣ୍ତ ପାଇଅଛି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ଵା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ କଣ୍ଠରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।

Viz kapitola kopírovat

ଓଡିଆ ବାଇବେଲ

30 ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି ? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’

Viz kapitola kopírovat




ବିଚାରକର୍ତ୍ତା 5:30

Následuj nás:

Reklamy


Reklamy