ବିଚାରକର୍ତ୍ତା 5:5 - ପବିତ୍ର ବାଇବଲ5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲା। ସୀନୟ ପର୍ବତ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ କମ୍ପନ କଲା! Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) ଗୀତ.୯୭:୫ ଯାତ୍ରା.୧୯:୧୮ Viz kapitolaଓଡିଆ ବାଇବେଲ5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା) Viz kapitola |