ବିଚାରକର୍ତ୍ତା 5:6 - ପବିତ୍ର ବାଇବଲ6 “ଅନାତ୍ର ପୁତ୍ର ଶମ୍ଗର ସମୟରେ ଏବଂ ଯାୟେଲ ସମୟରେ ମୁଖ୍ୟ ରାସ୍ତାଗୁଡ଼ିକ ଜନଶୂନ୍ୟ ହେଲା। ବେପାରୀମାନେ ଓ ପଥଗ୍ଭରିମାନେ ବକ୍ର ଉପପଥ ଦେଇ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ। Viz kapitolaଓଡିଆ ବାଇବେଲ6 ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ। Viz kapitola |