Online Bible

- Reklamy -




ବିଚାରକର୍ତ୍ତା 5:8 - ପବିତ୍ର ବାଇବଲ

8 “ପରମେଶ୍ୱର ନୂତନ ନେତାମାନଙ୍କୁ ନଗର ଦ୍ୱାରରେ ଯୁଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇସ୍ରାଏଲର 40,000 ମଧ୍ୟରେ ଏକ ବର୍ଚ୍ଛା ବା ଢାଲ ଦେଖାଗଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ଵାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?

Viz kapitola kopírovat

ଓଡିଆ ବାଇବେଲ

8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?

Viz kapitola kopírovat




ବିଚାରକର୍ତ୍ତା 5:8

Následuj nás:

Reklamy


Reklamy