ବିଚାରକର୍ତ୍ତା 6:10 - ପବିତ୍ର ବାଇବଲ10 ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଇମୋରୀୟଙ୍କ ଦେବତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଛ।’ ମାତ୍ର ତୁମ୍ଭେମାନେ ମୋର କଥା ଶୁଣିଲ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେଣବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ। Viz kapitolaଓଡିଆ ବାଇବେଲ10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।” Viz kapitola |