ବିଚାରକର୍ତ୍ତା 6:11 - ପବିତ୍ର ବାଇବଲ11 ଏହା ପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାସର ଅଧିକାର ସ୍ଥିତି ଅଫ୍ରାରେ ଅଲୋନବୃକ୍ଷମୂଳରେ ବସିଲେ। ସେହି ସମୟରେ ତା'ର ପୁତ୍ର ଗିଦିୟୋନ ଦ୍ରାକ୍ଷାକୁଣ୍ଡରେ ଗହମ ଝାଡ଼ୁଥିଲେ। ସେ ଏଥିପାଇଁ ଲୁଚୁଥିଲେ ଯେ, ମିଦିୟନୀୟମାନେ ଯେପରି ଗହମ ନ ଦେଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥିତ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ତତ୍କାଳେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟ-ମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ତ ଭିତରେ ତାହା ମଳୁଥିଲେ। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ୍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ। Viz kapitola |