ବିଚାରକର୍ତ୍ତା 6:12 - ପବିତ୍ର ବାଇବଲ12 ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗରେ ଦର୍ଶନ ଦେଲେ ଓ କହିଲେ, “ହେ ମହାବିକ୍ରମଶାଳୀ ଲୋକ ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି। Viz kapitolaଓଡିଆ ବାଇବେଲ12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।” Viz kapitola |