Online Bible

- Reklamy -




ବିଚାରକର୍ତ୍ତା 6:14 - ପବିତ୍ର ବାଇବଲ

14 ତା'ପରେ ସଦାପ୍ରଭୁ ଗିଦିୟୋନକୁ ଅନାଇଲେ ଏବଂ କହିଲେ, “ତୁମ୍ଭର ନିଜର ଶକ୍ତିକୁ ବ୍ୟବହାର କର। ଯାଅ ଏବଂ ମିଦିୟନ ହସ୍ତରୁ ଇସ୍ରାଏଲର ଲୋକମାନଙ୍କୁ ରକ୍ଷା କର। ମୁଁ ତୁମ୍ଭମାନଙ୍କୁ ଏହି ଅଭିଯାନରେ ପଠାଉଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?

Viz kapitola kopírovat

ଓଡିଆ ବାଇବେଲ

14 ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”

Viz kapitola kopírovat




ବିଚାରକର୍ତ୍ତା 6:14

Následuj nás:

Reklamy


Reklamy