Online Bible

- Reklamy -




ବିଚାରକର୍ତ୍ତା 6:18 - ପବିତ୍ର ବାଇବଲ

18 ମୁଁ ପ୍ରାର୍ଥନା କରୁଛି ଯେ, ମୁଁ ଆପଣାର ନୈବେଦ୍ୟ ଆଣି ଆପଣଙ୍କ ସମ୍ମୁଖରେ ନରଖିବା ପର୍ଯ୍ୟନ୍ତ ଏହି ସ୍ଥାନରୁ ପ୍ରସ୍ଥାନ କରିବ ନାହିଁ।” ଏବଂ ସଦାପ୍ରଭୁ କହିଲେ, “ତୁମ୍ଭେ ଆସିବା ପର୍ଯ୍ୟନ୍ତ ମୁଁ ଏହିଠାରେ ଅପେକ୍ଷା କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ବିନୟ କରୁଛି, ମୁଁ ଆପଣା ଭେଟୀ ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ ନ କରନ୍ତୁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।

Viz kapitola kopírovat

ଓଡିଆ ବାଇବେଲ

18 ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”

Viz kapitola kopírovat




ବିଚାରକର୍ତ୍ତା 6:18

Následuj nás:

Reklamy


Reklamy