Online Bible

- Reklamy -




ବିଚାରକର୍ତ୍ତା 6:19 - ପବିତ୍ର ବାଇବଲ

19 ତେଣୁ ଗିଦିୟୋନ ଭିତରକୁ ଯାଇ ଏକ ଛାଗବତ୍ସକୁ ରାନ୍ଧିଲେ। କୋଡ଼ିଏ ପାଉଣ୍ତ ମଇଦାର ଏକ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ଗିଦିୟୋନ ମାଂସକୁ ଗୋଟିଏ ଝୁଡ଼ିରେ ଓ ଝୋଳକୁ ଅନ୍ୟ ପାତ୍ରରେ ରଖିଲେ, ଏହିଗୁଡ଼ିକ ଆଣି ଅଲୋନବୃକ୍ଷ ନିକଟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛାଗବତ୍ସ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।

Viz kapitola kopírovat

ଓଡିଆ ବାଇବେଲ

19 ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍‍ ବୃକ୍ଷ ମୂଳେ ଥୋଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।

Viz kapitola kopírovat




ବିଚାରକର୍ତ୍ତା 6:19

Následuj nás:

Reklamy


Reklamy