Online Bible

- Reklamy -




ବିଚାରକର୍ତ୍ତା 6:2 - ପବିତ୍ର ବାଇବଲ

2 ମିଦିୟନୀୟମାନେ ବହୁ ପରାକ୍ରମଶାଳୀ ହେଲେ ଏବଂ ସେମାନେ ଇସ୍ରାଏଲର ଲୋକମାନଙ୍କର ବିରୋଧୀ ହୋଇଗଲେ। ଯେଉଁଥିପାଇଁ ଇସ୍ରାଏଲ ସନ୍ତାନଗଣ ପର୍ବତ ଫାଟକରେ, ଗୁମ୍ଫାରେ ଓ ନିରାପଦ ସ୍ଥାନମାନଙ୍କରେ ଲୁଚି ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ପା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।

Viz kapitola kopírovat

ଓଡିଆ ବାଇବେଲ

2 ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।

Viz kapitola kopírovat




ବିଚାରକର୍ତ୍ତା 6:2

Následuj nás:

Reklamy


Reklamy