Online Bible

- Reklamy -




ବିଚାରକର୍ତ୍ତା 6:20 - ପବିତ୍ର ବାଇବଲ

20 ପରମେଶ୍ୱରଙ୍କର ଦୂତ ଗିଦିୟୋନକୁ କହିଲେ, “ଏହି ତାଡ଼ିଶୂନ୍ୟ ପିଠାସବୁ ଏହି ମାଂସ ନେଇ ସେହି ପଥର ଉପରେ ରଖ ଓ ତା’ ଉପରେ ଝୋଳ ଢାଳ।” ତାଙ୍କୁ ଯେପରି କରିବାକୁ କୁହାଗଲା, ସେ ସେହିପରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ପରମେଶ୍ଵରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ।

Viz kapitola kopírovat

ଓଡିଆ ବାଇବେଲ

20 ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।

Viz kapitola kopírovat




ବିଚାରକର୍ତ୍ତା 6:20

Následuj nás:

Reklamy


Reklamy