ବିଚାରକର୍ତ୍ତା 6:21 - ପବିତ୍ର ବାଇବଲ21 ଏହା ପରେ ସଦାପ୍ରଭୁଙ୍କର ଦୂତ ତାଙ୍କ ହସ୍ତରେ ଥିବା ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ରୋଟୀକୁ ସ୍ପର୍ଶ କଲେ। ଏହା ପରେ ପଥରରୁ ଅଗ୍ନି ବାହାରିଲା ଏବଂ ତା’ ଉପରେ ଥିବା ମାଂସ ଓ ପିଠା ସମ୍ପୂର୍ଣ୍ଣ ପୋଡ଼ିଗଲା। ତା'ପରେ ସଦାପ୍ରଭୁଙ୍କର ଦୂତ ଅଦୃଶ୍ୟ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେନ୍ତଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। Viz kapitola |