ବିଚାରକର୍ତ୍ତା 6:24 - ପବିତ୍ର ବାଇବଲ24 ତେଣୁ ଗିଦିୟୋନ ସଦାପ୍ରଭୁଙ୍କର ଉପାସନା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କଲେ। ସେ ସେହି ସ୍ଥାନର ନାମ ଦେଲେ, “ସଦାପ୍ରଭୁ ମଙ୍ଗଳ ସ୍ୱରୂପ।” ସେହି ଯଜ୍ଞବେଦି ଏବେ ବି ଅଫ୍ରାରେ ଅଛି। ଯେଉଁଠାରେ ଅବୀୟେଷ୍ରୀୟମାନେ ବାସ କରୁଥିଲେ, ଆଫ୍ରା ହେଉଛି ସେହି ସ୍ଥାନ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବା-ଶାଲୋମ୍ (ସଦାପ୍ରଭୁ ମଙ୍ଗଳ ସ୍ଵରୂପ) ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି। Viz kapitolaଓଡିଆ ବାଇବେଲ24 ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବା ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି। Viz kapitola |