Online Bible

- Reklamy -




ବିଚାରକର୍ତ୍ତା 6:30 - ପବିତ୍ର ବାଇବଲ

30 ତେଣୁ ସହରର ସମସ୍ତ ଲୋକ ଯୋୟାଶ ନିକଟକୁ ଗଲେ ଏବଂ ତାକୁ କହିଲେ। “ତୋର ପୁଅକୁ ବାହାର କର, ସେ ବାଲ୍-ଦେବତାର ଯଜ୍ଞବେଦିକୁ ଧ୍ୱଂସ କରିଛି ଏବଂ ଆଶେର ସ୍ତମ୍ଭକୁ କାଟି ପକାଇଛି ଯାହାକି ଯଜ୍ଞବେଦି ନିକଟରେ ଥିଲା। ସେଥିପାଇଁ ତୁମ୍ଭର ପୁଅ ନିଶ୍ଚିତ ମରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତେବେ ନଗରସ୍ଥ ଲୋକମାନେ ଯୋୟାଶକୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।

Viz kapitola kopírovat

ଓଡିଆ ବାଇବେଲ

30 ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”

Viz kapitola kopírovat




ବିଚାରକର୍ତ୍ତା 6:30

Následuj nás:

Reklamy


Reklamy