ବିଚାରକର୍ତ୍ତା 6:33 - ପବିତ୍ର ବାଇବଲ33 ମିଦିୟନୀୟ, ଅମାଲେକୀୟ ଓ ପୂର୍ବ ଦେଶୀୟ ଲୋକମାନେ ନିଜକୁ ଏକତ୍ରିତ କରାଇଲେ। ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେହି ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିଷ୍ରିୟେଲର ତଳ ଭୂମିରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେ ସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରୀୟେଲର ତଳଭୂମିରେ ଛାଉଣି କଲେ। Viz kapitolaଓଡିଆ ବାଇବେଲ33 ସେ ସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ। Viz kapitola |