Online Bible

- Reklamy -




ବିଚାରକର୍ତ୍ତା 6:37 - ପବିତ୍ର ବାଇବଲ

37 ମୁଁ ଖଳାରେ ମେଷଚମଡ଼ା ପକାଇବି ଯଦି ଖଳାରେ ପଡ଼ିଥିବା ଚମଡ଼ା ଉପରେ କେବଳ କାକର ପଡ଼ିବ ଏବଂ ଭୂମି ଶୁଷ୍କ ରହିବ, ତେବେ ମୁଁ ଜାଣିବି ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ରକ୍ଷା କରୁଛ,।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ଵାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।

Viz kapitola kopírovat

ଓଡିଆ ବାଇବେଲ

37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”

Viz kapitola kopírovat




ବିଚାରକର୍ତ୍ତା 6:37

Následuj nás:

Reklamy


Reklamy