ବିଚାରକର୍ତ୍ତା 6:38 - ପବିତ୍ର ବାଇବଲ38 ଏବଂ ତାହା ଠିକ୍ ସେହିପରି ହିଁ ଘଟିଥିଲା। ଗିଦିୟୋନ ତା’ ପରଦିନ ପ୍ରଭାତରେ ଉଠି ସେହି ଚମଡ଼ାକୁ ଏକତ୍ର ଚିପୁଡ଼ନ୍ତେ ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକପାତ୍ର ଜଳ ବାହାରିଲା। Viz kapitolaଓଡିଆ ବାଇବେଲ38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitola |