ବିଚାରକର୍ତ୍ତା 6:4 - ପବିତ୍ର ବାଇବଲ4 ସେମାନେ ଛାଉଣି ସ୍ଥାପନ କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କଲେ। ଇସ୍ରାଏଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡ଼ିଲେ ନାହିଁ। ଏପରିକି ସେମାନେ ମେଷ, ଗୋରୁ କିମ୍ବା ଗଧ କିଛି ଛାଡ଼ିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ। Viz kapitolaଓଡିଆ ବାଇବେଲ4 ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ। Viz kapitola |