ବିଚାରକର୍ତ୍ତା 6:6 - ପବିତ୍ର ବାଇବଲ6 ଇସ୍ରାଏଲ ସନ୍ତାନଗଣ ବହୁତ ଗରିବ ହୋଇଗଲେ। କାରଣ ଏହି ମିଦିୟନୀୟମାନଙ୍କ ପାଇଁ। ତେଣୁ ଇସ୍ରାଏଲ ସନ୍ତାନଗଣ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaଓଡିଆ ବାଇବେଲ6 ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitola |