Online Bible

- Reklamy -




ବିଚାରକର୍ତ୍ତା 6:8 - ପବିତ୍ର ବାଇବଲ

8 ତେଣୁ ସଦାପ୍ରଭୁ ଏକ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଇସ୍ରାଏଲକୁ ପ୍ରେରଣ କଲେ। ସେହି ଭବିଷ୍ୟ‌ଦ୍‌ବକ୍ତା ଇସ୍ରାଏଲବାସୀଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲି ଓ ଦାସତ୍ୱରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ କଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;

Viz kapitola kopírovat

ଓଡିଆ ବାଇବେଲ

8 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;

Viz kapitola kopírovat




ବିଚାରକର୍ତ୍ତା 6:8

Následuj nás:

Reklamy


Reklamy