Online Bible

- Reklamy -

ବିଚାରକର୍ତ୍ତା 6:9 - ପବିତ୍ର ବାଇବଲ

9 ମୁଁ ତୁମ୍ଭକୁ ଶକ୍ତିଶାଳୀ ମିଶରୀୟମାନଙ୍କଠାରୁ ଉଦ୍ଧାର କଲି। ମୁଁ ତୁମ୍ଭମାନଙ୍କୁ ସେହିମାନଙ୍କଠାରୁ ରକ୍ଷା କଲି, ଯେଉଁମାନେ ତୁମ୍ଭକୁ କିଣାନରେ ଉପଦ୍ରବ କଲେ। ମୁଁ ସେମାନଙ୍କୁ ସେମାନଙ୍କର ଦେଶରୁ ଘଉଡ଼ାଇ ଦେଲି ଓ ସେହି ଦେଶ ତୁମ୍ଭକୁ ଦେଲି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;

Viz kapitola kopírovat

ବିଚାରକର୍ତ୍ତା 6:9

Následuj nás:

Reklamy

Reklamy