ବିଚାରକର୍ତ୍ତା 7:1 - ପବିତ୍ର ବାଇବଲ1 ତା’ ପରଦିନ ପ୍ରତ୍ୟୁଷ୍ୟରେ ଯିରୁବ୍ବାଲ୍ ଏବଂ ତାଙ୍କର ସମସ୍ତ ଲୋକମାନେ ଉଠି ହାରୋଦ ଝରଣା ନିକଟରେ ଛାଉଣି ସ୍ଥାପନ କଲେ। ମିଦିୟନ ଲୋକମାନଙ୍କର ଛାଉଣି ସେମାନଙ୍କର ଉତ୍ତରରେ ମୋରି ପର୍ବତ ନିକଟ ତଳଭୂମିରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା। Viz kapitola |