Online Bible

- Reklamy -




ବିଚାରକର୍ତ୍ତା 7:14 - ପବିତ୍ର ବାଇବଲ

14 ସେହି ଲୋକଟିର ବନ୍ଧୁ ଏହି ସ୍ୱପ୍ନର ଅର୍ଥ ବୁଝି ପାରିଲା, ସେ କହିଲା, “ଇସ୍ରାଏଲରୁ ଆସିଥିବା ଯୋୟାସର ପୁତ୍ର ଗିଦିୟୋନଙ୍କର ‌‌ଖ‌ଡ଼୍‌ଗ ଏହା ଛଡ଼ା ଆଉ କିଛି ନୁହେଁ। ପରମେଶ୍ୱର ମିଦିୟନୀୟମାନଙ୍କୁ ଓ ସମସ୍ତ ଶିବିରକୁ ତାଙ୍କ ହସ୍ତରେ ଦେଇଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍‍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ଵର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”

Viz kapitola kopírovat




ବିଚାରକର୍ତ୍ତା 7:14

Následuj nás:

Reklamy


Reklamy