ବିଚାରକର୍ତ୍ତା 7:17 - ପବିତ୍ର ବାଇବଲ17 ଏହା ପରେ ଗିଦିୟୋନ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ମୋତେ ଅନୁସରଣ କର ଏବଂ ଦେଖ ମୁଁ ଯାହା କରୁଛି ତୁମେ ସେହିପରି କର। ମୋ’ ପଛରେ ସେନା ଛାଉଣିର ସୀମା ପର୍ଯ୍ୟନ୍ତ ଆସ। ମୁଁ ଯେତେବେଳେ ସେମାନଙ୍କର ଛାଉଣିର ସୀମା ପାଖରେ ପହଞ୍ଚିବି। ମୁଁ ଯେପରି କରିବି ତୁମ୍ଭେମାନେ ଠିକ୍ ସେହିପରି କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ହିଁ ସେରୂପ କରିବ। Viz kapitolaଓଡିଆ ବାଇବେଲ17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ। Viz kapitola |