ବିଚାରକର୍ତ୍ତା 7:19 - ପବିତ୍ର ବାଇବଲ19 ତେଣୁ ଗିଦିୟୋନ ଏବଂ ତାଙ୍କ ସହିତ ଥିବା 100 ସୈନିକ ଛାଉଣି ପାଖରେ ପହଞ୍ଚିଲେ। ସେତେବେଳେ ମିଦିୟନୀୟମାନେ ସେମାନଙ୍କର ନୂତନ ପ୍ରହରୀମାନଙ୍କୁ ପରିବର୍ତ୍ତନ କରୁଥିଲେ। ଏହା ମଧ୍ୟରାତ୍ରି ସମୟ ଥିଲା। ଏହି ସମୟରେ ଗିଦିୟୋନ ଓ ତା'ର ଲୋକମାନେ ସେମାନଙ୍କର ତୂରୀଗୁଡ଼ିକ ବଜାଇବାକୁ ଲାଗିଲେ ଓ ସେମାନଙ୍କର ଜାରଗୁଡ଼ିକୁ ଭାଙ୍ଗି ଚୁର୍ମାର୍ କରି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ। Viz kapitolaଓଡିଆ ବାଇବେଲ19 ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ। Viz kapitola |